-
୧୮ରୁ ପୁଣି ହୋଇପାରେ ପ୍ରବଳ ବର୍ଷା
ଭୁବନେଶ୍ୱର, ଆଗାମୀ 19 ଅଗଷ୍ଟ ବେଳକୁ ଉତ୍ତର -ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଏହାର ପ୍ରଭାବରେ ରାଜ୍ୟରେ 18 ତାରିଖରୁ ବିସ୍ତୃତି ବର୍ଷାର ସମ୍ଭାବନା 18 ରେ ଉପକୂଳରେ ପ୍ରବଳ ବର୍ଷା 19ରେ ବଢିବ ବର୍ଷାର ପରିମାଣ, ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷାର ସମ୍ଭାବନା