ଜଗତସିଂହପୁର, ଜଗତସିଂହପୁର ଜିଲ୍ଲାରେ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରି ଦିଆଯାଇଛି । ବନ୍ୟା ସ୍ଥିତି ପାଇଁ କର୍ମଚାରୀ ମାନଙ୍କ ଛୁଟି ବାତିଲ କରିବାକୁ ନିଷ୍ପତି ନେଇଛନ୍ତି ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟୱାରୀ । ଏଥିସହ ସମସ୍ତ କର୍ମଚାରୀ ନିଜ ନିଜ ମୁଖ୍ୟାଳୟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଛୁଟିରେ ଥିବା କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ।
Related Stories
November 22, 2024