
ଭୁବନେଶ୍ବର, ନ୍ମାଷ୍ଟମୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ପବିତ୍ର ଜନ୍ମାଷ୍ଟମୀ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି। ପ୍ରଭୁ ଶ୍ରୀକୃଷ୍ଣଙ୍କ ଅପାର କରୁଣା ଓ ଆଶୀର୍ବାଦରୁ ପ୍ରତିଟି ଜୀବନ ସୁଖ, ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।