ଭୁବନେଶ୍ୱର,ସେପ୍ଟେମ୍ବର ମାସରେ ଘାଇର ସ୍ଥାୟୀ ମରାମତି ହେବ ବୋଲି କହିଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର । ସେ କହିଛନ୍ତି ଯେ ବନ୍ୟା ସ୍ଥିତି ସ୍ୱାଭାବିକ ଅବସ୍ଥାକୁ ଫେରୁଛି । ମହାନଦୀ ସମେତ ଅନ୍ୟ ନଦୀର ସ୍ଥିତିରେ ସୁଧାର ଆସିଛି । ସବୁ ନଦୀ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି । କେବଳ ମହାନଦୀ ସିଷ୍ଟମରେ ୭ଟି ଘାଇ ୋଇଥିବା ସେ ପ୍ରାଶ କରିଛନ୍ତି । ଏବେ ସବୁ ଘାଇର ଅସ୍ଥାୟୀ ଭାବେ ମରାମତି ହେଉଛି ବୋଲି ସେ କହିଛନ୍ତି ।
Related Stories
November 24, 2024
November 24, 2024