ଭୁବନେଶ୍ଵର, ଜୁନ ୨୦୨୨ ରୁ ୨୪ ଅଗଷ୍ଟ ୨୦୨୨ ମଧ୍ୟରେ ରାଜ୍ୟରେ ୯୫୨.୬ ମି.ମି. ବର୍ଷା ରେକର୍ଡ କରାଯାଇଛି, ଯାହାକି ଏହି ସମୟର ସ୍ଵାଭାବିକ ବର୍ଷା ୮୩୮.୮ ମି.ମି. ତୁଳନାରେ ୧୪% ଅଧିକ ରହିଛି । ଏହି ସମୟ ମଧ୍ୟରେ କନ୍ଧମାଳ( ୬୮% ) ରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ରେକର୍ଡ ହୋଇଛି । ଦେବଗଡ, ଢେଙ୍କାନାଳ, ନୟାଗଡ, ବୌଦ୍ଧ, କୋରାପୁଟ, ରାୟଗଡା ଏବଂ ଗଜପତିରେ ସ୍ଵାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଅବଶିଷ୍ଟ ୨୨ ଜିଲ୍ଲାରେ ସ୍ଵାଭାବିକ ବର୍ଷା ରେକର୍ଡ ହୋଇଛି । ଦେବଗଡ, ଢେଙ୍କାନାଳ, ନୟାଗଡ, ବୌଦ୍ଧ, କୋରାପୁଟ, ରାୟଗଡା ଏବଂ ଗଜପତି ଜିଲ୍ଲାରେ ସ୍ଵାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଅବଶିଷ୍ଟ ୨୨ ଜିଲ୍ଲାରେ ସ୍ଵାଭାବିକ ବର୍ଷା ରେକର୍ଡ ହୋଇଛି । ଅଗଷ୍ଟର ପ୍ରଥମ ୨୪ ଦିନରେ ରାଜ୍ୟରେ ଏଯାବତ ୪୪୪.୫ ମିମି ବର୍ଷା ରେକର୍ଡ କରାଯାଇଥିବା ଆଂଚଳିକ ପାଣିପାଗ କେନ୍ଦ୍ର, ଭୁବନେଶ୍ଵର ସୂତ୍ରରୁ ମିଳିଥିବା ତଥ୍ୟରୁ ପ୍ରକାଶ ।
Related Stories
November 23, 2024