ଭୁବନେଶ୍ୱର, ଦେଶର ୪୯ ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଥିବା ବିଚାରପତି ୟୁ ୟୁ ଲଳିତଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭକାମନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ ବିଚାରପତି ଉଦୟ ଉମେଶ ଲଳିତ ଦେଶର ୪୯ ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିବା ଅବସରରେ ତାଙ୍କୁ ଅଭିନନ୍ଦନ ଜଣାଉଛି । ତାଙ୍କର ସଫଳ କାର୍ଯ୍ୟକାଳ ପାଇଁ ଶୁଭକାମନା ।
Related Stories
November 23, 2024