ଢ଼େଙ୍କାନାଳ, ଢ଼େଙ୍କାନାଳ ଜିଲ୍ଲା ମହାବିରୋଡ଼ ରେଞ୍ଜ ଅନ୍ତର୍ଗତ ଘାଘରାମୁଣ୍ଡା ଗାଁ ଖେସରା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି । ତେବେ କିପରି ଓ କେଉଁ ପରିସ୍ଥିତିରେ ହାତୀଟିର ମୃତ୍ୟୁ ଘଟିଛି, ତାହା ଅଦ୍ୟାବଧି ଅସ୍ପଷ୍ଟ ରହିଛି । ବନ ବିଭାଗ ପକ୍ଷରୁ ଏନେଇ ତଦନ୍ତ ଜାରୀ ରହିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO