ଭୁବନେଶ୍ୱର, ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ଘଟିଥିବା ସଡକ ଦୁର୍ଘଟଣା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ବ୍ୟକ୍ତ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଲୋକଙ୍କ ପ୍ରାଣହାନି ହୋଇଥିବା ବିଷୟରେ ଜାଣି ମୁଁ ଦୁଃଖିତ । ସମସ୍ତଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO