ଭୁୁବନେଶ୍ୱର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଣେଶ ଚତୁର୍ଥୀରେ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ ଗଣେଶ ଚତୁର୍ଥୀର ପବିତ୍ର ଅବସରରେ ସମସ୍ତ ଦେଶବାସୀଙ୍କୁ ଶୁଭକାମନା । ଶୁଭକର୍ତା, ରିଦ୍ଧି ସିଦ୍ଧିର ଦାତା, ଭଗବାନ ଶ୍ରୀଗଣେଶ ଆପଣ ସମସ୍ତଙ୍କୁ ସୁଖ, ସମୃଦ୍ଧି ଓ ଆରୋଗ୍ୟର ଆଶୀଷ ପ୍ରଦାନ କରନ୍ତୁ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO