ଭୁବନେଶ୍ୱର, ନୂଆଖାଇ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ଶେୟାର କରି ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଆପଣମାନଙ୍କୁ ସମସ୍ତଙ୍କୁ ମୋର ନୂଆଁଖାଇର ଜୁହାର। ମା’ ସମଲେଶ୍ବରୀ ସମସ୍ତଙ୍କୁ ଭଲରେ ରଖନ୍ତୁ।