
ଭୁବନେଶ୍ବର, ନୂଆଖାଇ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ବିଟ କରି କହିଛନ୍ତି ଯେ – ନୂଆଁଖାଇ ଜୁହାର । ସୁଖ, ଶାନ୍ତି, ମୈତ୍ରୀ ଓ ଆନନ୍ଦର ପରମ୍ପରା ଏବଂ ପର୍ବ ‘ନୂଆଁଖାଇ’ ପାଳନ ଅବସରରେ ସମଗ୍ର ରାଜ୍ୟ ବିଶେଷ କରି ପଶ୍ଚିମ ଓଡିଶାର ଭାଇ ଭଉଣୀଙ୍କୁ ଶୁଭେଛା ଓ ଅଭିନନ୍ଦନ ଜଣାଇଛି ।