ଭୁବନେଶ୍ବର, ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ତଥା ଓଡିଶା ମାନବାଧିକାର ଆୟୋଗର ପ୍ରଥମ ଅଧ୍ଯକ୍ଷ ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମାନ୍ୟବର ରାଜ୍ୟପାଳ ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।