ଭୁବନେଶ୍ୱର – ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ରୋଗୀଙ୍କ କିଡନୀ ଚୋରି ଘଟଣାରେ ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ପ୍ରକାଶ କରିଛନ୍ତି । ସେହିପରି ଜଗା କାଳିଆଙ୍କ ସମ୍ପର୍କରେ ସେ କହିଥିଲେ ଯେ ଜଗା ସୁସ୍ଥ ଅଛି । କାଳିଆ ଉପରେ ନଜର ରଖାଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO