ଗଞ୍ଜାମ, ନାଟକ ପରିବେଷଣ ବେଳେ ମଂଚ ନିକଟରେ ସର୍ଟସର୍କିଟ ଯୋଗୁଁ ବିଦ୍ୟୁତ ଆଘାତରେ ୪ ଜଣ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ଅନ୍ତର୍ଗତ ନୂଆପେଣ୍ଠ ଗ୍ରାମରେ ଘଟିଯାଇଛି ଏଭଳି ଏକ ଅଘଟଣ । ଆହତ ୪ ଜଣଙ୍କୁ ପାତ୍ରପୁର ମେଡିକାଲରେ ଭର୍ତି କରାଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO