
ଭୁବନେଶ୍ଵର, ୭ ସେପ୍ଟେମ୍ବରରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଯାହାର ପ୍ରଭାବରେ ପରବର୍ତି ୪୮ଘଂଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ୮ ତାରିଖରୁ ଦକ୍ଷିଣ ଓଡିଶା ଏବଂ ୯ ତାରିଖ ଠାରୁ ରାଜ୍ୟରେ ବିସ୍ତୃତି ବର୍ଷାର ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର, ଭୁବନେଶ୍ଵର ।