ଭୁୁବନେଶ୍ୱର, ଜାମ୍ମୁ କାଶ୍ମୀରର ପୁଂଛ ଅଂଚଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୧୧ ଜଣ ପ୍ରାଣ ହରାଇଥିବା ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ଏହି ମାମଲାରେ ଶୋକ ପ୍ରକାଶ କରିବା ସହ ମୃତକ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତିା
Related Stories
November 24, 2024
November 24, 2024