ପୁରୀ, ଶ୍ରୀମନ୍ଦିର ସିଂହଦ୍ଵାର ଠାରୁ ସ୍ଵର୍ଗଦ୍ଵାର ପର୍ଯ୍ୟନ୍ତ ରାସ୍ତା ପ୍ରଶସ୍ତିକରଣ ପାଇଁ ଆଜି ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଉପସ୍ଥିତିରେ ଅନୁଧ୍ୟାନ ସହ ଏହାର ମାପଚୁପ ଆରମ୍ଭ ହୋଇଛି । ସିଂହଦ୍ଵାର ଠାରୁ ସ୍ଵର୍ଗଦ୍ଵାର ପର୍ଯ୍ୟନ୍ତ ୪୦ ଫୁଟ୍ ରାସ୍ତା ପ୍ରଶସ୍ତିକରଣ ପାଇଁ ଯୋଜନା ରହିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO