ନୂଆଦିଲ୍ଲୀ, ସିଏମଏସପି ଆଇନ ଏବଂ ଏମଏମଡିଆର ଆଇନର ଚତୁର୍ଥ ଓ ପଞ୍ଚମ ପର୍ଯ୍ୟାୟ ଦ୍ୱିତୀୟ ପ୍ରୟାସ ଅଧୀନରେ ବାଣିଜ୍ୟିକ କୋଇଲା ଖଣିର ନିଲାମୀ ମାର୍ଚ୍ଚ ୩୦, ୨୦୨୨ରେ ଆରମ୍ଭ ହୋଇଥିଲା। ଏହି କ୍ରମରେ କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଆଜି ଇ-ନିଲାମୀର ଦ୍ୱିତୀୟ ଦିନରେ ଦୁଇଟି ଏମଏମଡିଆର କୋଇଲା ଖଣି ନିଲାମ କରାଯାଇଛି । ଏହି ଦୁଇଟି ହେଲା ଘୋଗରପାଲି ଏବଂ ଏହାର ଗଭୀର ସମ୍ପ୍ରସାରଣ କୋଇଲା ଖଣି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO