
କୈଳାଶ ଚନ୍ଦ୍ର ପଣ୍ଡା,ପୁର
ଧାମନଗରର ମାନ୍ୟବର ବିଧାୟକ ତଥା ବିରୋଧୀ ଦଳର ଉପନେତା ଶ୍ରୀଯୁକ୍ତ ବିଷ୍ଣୁ ସେଠୀଙ୍କ ବିୟୋଗ ଖବର ପାଇ ଶ୍ରୀଵର୍ମା ଦୁଃଖିତ।ଓଡିଶାର ପୂର୍ବତନ ଯୋଜନା ବୋର୍ଡ ଉପାଧ୍ୟକ୍ଷ, ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ନିଜର ସମବେଦନା ଜଣାଉଛି। ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ଚାନ୍ଦବାଲି ଓ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ଲୋକପ୍ରିୟ ରାଜନେତା ସହିତ ସେ ଜଣେ ଲେଖକ ଓ ସାହିତ୍ୟିକ ଭାବେ ମଧ୍ୟ ବେଶ୍ ପରିଚିତ ଥିଲେ।