ନୂଆଦିଲ୍ଲୀ, ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିଛନ୍ତି । ଓଡିଆରେ ।ଟୁଇଟ୍ ରକି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ ଓଡ଼ିଶାର ପ୍ରଗତି ପାଇଁ ଶ୍ରୀ ବିଷ୍ଣୁଚରଣ ସେଠୀଙ୍କ ଅବଦାନ ଅତୁଳନୀୟ । ଜଣେ କଠିନ ପରିଶ୍ରମୀ ବିଧାୟକ ଭାବରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା ସହ ସାମାଜିକ ସଶକ୍ତିକରଣ ପାଇଁ ତାଙ୍କ ଯୋଗଦାନ ପ୍ରଶଂସାଯୋଗ୍ୟ । ତାଙ୍କ ବିୟୋଗରେ ଦୁଃଖିତ । ତାଙ୍କ ପରିବାର ଏବଂ ସମର୍ଥକ ମାନଙ୍କୁ ସମବେଦନା । ଓଁ ଶାନ୍ତି