ଭୁବନେଶ୍ୱର, ବରିଷ୍ଠ ରାଜନେତା, ଧାମନଗର ବିଧାୟକ ତଥା ବିରୋଧିଦଳ ଉପନେତା ସ୍ପର୍ଗତ ବିଷ୍ଣୁ ସେଠୀଙ୍କ ଅକାଳ ବିୟୋଗରେ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ରୋହିତ ପୂଜାରୀ ଗଭୀର ଦୁଃଖ ପ୍ରକାଶ କରି କହିଛନ୍ତି ଯେ ସେ ଜଣେ ପରୋପକାରୀ ଦରଦୀ ବ୍ୟକ୍ତି ଥିଲେ । ଜଣେ ପରିପକ୍ୱ ରାଜନେତା ଭାବେ ତାଙ୍କର ସର୍ବତ୍ର ପରିଚିତ ଥିଲା । ଜଣେ ସୁସାହିତ୍ୟିକ ଭାବେମଧ୍ୟ ସୁନାମ ଅର୍ଜନ କରିଥିଲେ । ତାଙ୍କର ଅକାଳ ବିୟୋଗ ରାଜ୍ୟ ପାଇଁ ଅପୂରଣୀୟ କ୍ଷତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO