ପୁରୀ, ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖ ବାଗେଡ଼ିଆ ଧର୍ମଶାଳାର ସମସ୍ତ ରୁମ୍ କୁ ଆଜି ସିଲ୍ କରିଛି ପ୍ରଶାସନ । ତହସିଲଦାରଙ୍କ ଉପସ୍ଥିତିରେ ସମସ୍ତ ରୁମ୍ କୁ ସିଲ୍ କରାଯାଇଛି । ଏହାଦ୍ଵାରା ଜିଲ୍ଲା ପ୍ରଶାସନ ବାଗେଡ଼ିଆ ଧର୍ମଶାଳାକୁ ନିଜ ହାତକୁ ନେଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO