ଭୁବନେଶ୍ଵର, ଆଜିଠୁ ଆରମ୍ଭ ହୋଇଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାବର୍ତନ ପ୍ରକ୍ରିୟା । ଆଜି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ତାର ସ୍ଵାଭାବିକ ପ୍ରତ୍ୟାବର୍ତନ ତାରିଖ ୧୭ ସେପ୍ଟେମ୍ବର ତୁଳନାରେ ଦକ୍ଷିଣ ପଶ୍ଚିମ ରାଜସ୍ଥାନ ଏବଂ ଗୁଜୁରାଟର କଛ ଅଂଚଳରୁ ପ୍ରତ୍ୟାବର୍ତନ କରିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO