ଭୁୁବନେଶ୍ୱର, ରାଜ୍ୟ ସରକାର ଆଇଏଏସ ସ୍ତରରେ ଅଦଳ ବଦଳ କରିଛନ୍ତି । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ବିଶାଲ ଗଗନଙ୍କୁ ଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଦାୟିତ୍ୱ ଦିଆ ଯାଇଥିବା ବେଳେ ୨୦୧୧ ବ୍ୟାଚର ଅଧିକାରୀ ସୁଶାନ୍ତ କୁମାର ଦାସଙ୍କୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦେଶକ ଦାୟିତ୍ୱ ପ୍ରଦାନ କରା ଯାଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।
Related Stories
November 24, 2024
November 24, 2024