ଭୁବନେଶ୍ଵର, ୧ ଅକ୍ଟୋବର ବେଳକୁ ଉତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ୧ ଅକ୍ଟୋବରରୁ ରାଜ୍ୟରେ ବଢିବ ବର୍ଷା । ଆହୁରି ୩ ଦିନ ରାଜ୍ୟରେ ବିଜୁଳି ଘଡ଼ଘଡ଼ିର ସମ୍ଭାବନା ରହିଛି । ୨୮ ଏବଂ ୨୯ ତାରିଖରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି କରିଛି ଭୁବନେଶ୍ଵର, ଆଂଚଳିକ ପାଣିପାଗ କେନ୍ଦ୍ର ।
Related Stories
November 25, 2024