ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିପ୍ରୋର ପୂର୍ବତନ ଅଧ୍ୟକ୍ଷ ତଥା ପ୍ରସିଦ୍ଧ ଶିଳ୍ପପତି ଅଜିମ ପ୍ରେମଜୀଙ୍କୁ ବେଙ୍ଗାଲୁରୁ ଠାରେ ଭେଟିଛନ୍ତି । ସେ ଓଡିଶା ଇନଭେଷ୍ଟ ମିଟ ୨୦୨୨ ଅବସରରେ ସେ ଶ୍ରୀ ପ୍ରେମଜୀଙ୍କୁ ଭେଟି ଓଡିଶାରେ ଶିଳ୍ପ ପାଇଁ ଭଲ ବାତାବରଣ ଥିବା ବିଷୟରେ ଅବଗତ କରାଇଥିଲେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO