କଟକ, ଜଷ୍ଟିସ୍ ଯଶୱନ୍ତ ସିଂହ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ହେବେ । ତାଙ୍କ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିୟମ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଛନ୍ତି ।
ପ୍ରକାଶ ଥାଉକି, ଜଷ୍ଟିସ୍ ଯଶୱନ୍ତ ସିଂହ ବର୍ତମାନ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟରତ ଅଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO