ଭୁବନେଶ୍ଵର, ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତୀ ସମୁଦ୍ର ମଧ୍ୟରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତୀ ଉତର-ପଶ୍ଚିମ ବଙ୍ଗୋପସାଗର ଅଂଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତୀ ଅଂଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
Related Stories
November 21, 2024
November 21, 2024