ନୂଆଦିଲ୍ଲୀ, ଗଣମାଧ୍ୟମର କିଛି ବିଭାଗରେ ଖବର ଆସିଛି ଯେ କେନ୍ଦ୍ର ସରକାର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟକୁ ଉଚ୍ଛେଦ କରିବାର ସମ୍ଭାବନା ରହିଛି । ଏହି ରିପୋର୍ଟଗୁଡିକ ମିଥ୍ୟା ଏବଂ ତଥ୍ୟର ବିପରୀତ ଅଟେ । ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟ ଏହି ରିପୋର୍ଟକୁ ଖଣ୍ଡନ କରିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO