ସୁନ୍ଦରଗଡ଼, କାଲଟା ଫାଣ୍ଡି ଅନ୍ତର୍ଗତ ତୋଡ଼ା ଓଭର ବ୍ରିଜ ତଳକୁ ଖସିପଡିଛି ଏକ ଟ୍ରକ୍ । ଫଳରେ ଟ୍ରକର ଡ୍ରାଇଭର ଓ ହେଲପରଙ୍କ ମୃତ୍ୟୁ ଘଟିଛି । କୋଇଡ଼ାରୁ ଖଣିଜ ପଦାର୍ଥ ନେଇ ରାଉରକେଲା ଅଭିମୁଖେ ଯାଉଥିବା ବେଳେ ଟ୍ରକ୍ ଟି ଭାରସାମ୍ୟ ହରାଇ ଓଭର ବ୍ରିଜ ତଳକୁ ଖସିପଡିଥିଲା ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO