ଭୁବନେଶ୍ୱର,ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ନବନିଯୁକ୍ତ ଆୟୁର୍ବେଦିକ ଚିକିତ୍ସାଧୀକାରୀଙ୍କ ଦିଗ୍ଦର୍ଶନ କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବରେ ଯୋଗଦାନ କରିବେ। ଆଜି ସଂଧ୍ୟା ସାଢେ ପାଂଚଟାରେ ଲୋକସେବା ଭବନର କନଭେନସନ ସେଂଟରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।