ଭୁବନେଶ୍ୱର,ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ନବନିଯୁକ୍ତ ଆୟୁର୍ବେଦିକ ଚିକିତ୍ସାଧୀକାରୀଙ୍କ ଦିଗ୍ଦର୍ଶନ କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବରେ ଯୋଗଦାନ କରିବେ। ଆଜି ସଂଧ୍ୟା ସାଢେ ପାଂଚଟାରେ ଲୋକସେବା ଭବନର କନଭେନସନ ସେଂଟରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO