ଢ଼େଙ୍କାନାଳ, ଆସନ୍ତା କାଲି ମା ଗଜଲକ୍ଷ୍ମୀ ପୂଜା । ଏନେଇ ଚଳଚଂଚଳ ହୋଇଉଠିଛି ଢ଼େଙ୍କାନାଳ ସହର । ପୂଜା ମଣ୍ଡପ ଗୁଡିକରେ ତୋରଣ, ଆଲୋକ ମାଳା ସାଜସଜ୍ଜା ଓ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଂଚିଛି । ଅନ୍ୟପକ୍ଷରେ ଭିଡ଼କୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO