ଭୁବନେଶ୍ୱର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କୁମାରପୂର୍ଣ୍ଣିମା ଅବସରରେ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ପବିତ୍ର କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜାର ହାର୍ଦ୍ଦିକ ଶୁଭକାମନା ।