ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଫେଟ ମୋହମ୍ମଦଙ୍କ ଜୟନ୍ତୀରେ ଶୁଭକାମନା ଓ ଅଭିନନ୍ଦନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଏହି ଶୁଭକାମନା ଜଣାଇଛନ୍ତି ।