ଭୁବନେଶ୍ୱର, ବିଜୁ ଜନତା ଦଳ ଭୁବନେଶ୍ୱର ସାଂଗଠନିକ ଜିଲ୍ଲାର ନବନିଯୁକ୍ତ ସାଧାରଣ ସମ୍ପାଦକ ଭାବେ ହରେକୃଷ୍ଣ ପାତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , ଭୁବନେଶ୍ୱର ଏକାମ୍ର ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏବଂ ୨୩ ନଂ ୱାର୍ଡର କର୍ପୋରେଟର କିରଣମାଳା ମାଝୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।