ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୨,୧୩୯ ନୂଆ କରୋନା ମାମଲା ସାମନାକୁ ଆସିଛି । କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ବୁଧବାର ସକାଳ ସୁଦ୍ଧା ଦେଶରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୬,୨୯୨ ରହିଛି ।