ଭୁବନେଶ୍ଵର, ବାତ୍ୟା ସମ୍ଭନ୍ଧରେ ପାଣିପାଗ ବିଭାଗ ତରଫରୁ କୌଣସି ସୂଚନା କିମ୍ବା ପୂର୍ବାନୁମାନ ଜାରି ହୋଇନାହିଁ, ତେଣୁ ଆପଣମାନେ ଗୁଜବ ଠାରୁ ଦୁରେଇ ରୁହନ୍ତୁ ବୋଲି ପରାମର୍ଶ ଦେଇଛି ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର । ଆହୁରି ମଧ୍ୟ କୌଣସି ପାଣିପାଗ ଘଟଣା ସମ୍ଭନ୍ଧରେ ୭ ଦିନ ଆଗରୁ ଆକଳନ କରିବା ବିଜ୍ଞାନ ସମ୍ମତ ନୁହେଁ ବୋଲି ଦର୍ଶାଇଛି ବିଭାଗ । ଏନେଇ ବିଭାଗ ପକ୍ଷରୁ ଏକ ଟ୍ଵିଟ୍ ଜାରୀ ହୋଇଛି ।
Related Stories
November 25, 2024