ଭୁବନେଶ୍ଵର, ଆଗାମୀ ୪ ରୁ ୫ ଦିନ ମଧ୍ୟରେ ପୂର୍ବ-ଭାରତର କିଛି ଅଂଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ହେବା ପାଇଁ ପାଗ ଅନୁକୂଳ ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।