ଭୁବନେଶ୍ୱର,ଅର୍ଚ୍ଚନା ନାଗ ମାମଲାର ସିବିଆଇ ତଦନ୍ତ ଦାବି କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀ । ସେ କହିଛନ୍ତି ଏହି ଘଟଣାରେ ବହୁ ନେତା ଓ ଅଫିସର ସାମିଲ ଥିବା ଚର୍ଚ୍ଚା ହେଉଛି । ସିବିଆଇ ତଦନ୍ତ ହେଲେ ସବୁ ସତ ସାମ୍ନାକୁ ଆସିବ ବୋଲି ସେ କହିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO