ଭୁବନେଶ୍ଵର, ୧୮ତାରିଖ ବେଳକୁ ଉତର-ଆଣ୍ଡାମାନ ସାଗର ଏବଂ ତା’ର ପାର୍ଶ୍ଵବର୍ତୀ ଅଂଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।