ଭୁବନେଶ୍ଵର, ୧୮ତାରିଖ ବେଳକୁ ଉତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ଵବର୍ତୀ ଅଂଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତୀ ସମୟରେ ଏହା ପଶ୍ଚିମ – ଉତରପଶ୍ଚିମ ଦିଗରେ ମୁହାଁଇ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଂଚଳରେ ୨୦ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି।
Related Stories
November 24, 2024
November 24, 2024