
ଭୁବନେଶ୍ୱର, ଜୟନ୍ତୀ ଅବସରରେ ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ଡ. ଏପିଜେ ଅବଦୁଲ କଲାମଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଲୋକ ମାନଙ୍କର ରାଷ୍ଟ୍ରପତି ତଥା ଜଣେ ସୁନାମଧନ୍ୟ ବୈଜ୍ଞାନିକ ଭାବେ ଜଣାଶୁଣା ଡ, କଲାମଙ୍କୁ ଭାରତର ମହାକାଶ ଓ କ୍ଷେପଣାସ୍ତ୍ର କାର୍ଯ୍ୟକ୍ରମରେ ଯୋଗଦାନ ପାଇଁ ସବୁବେଳେ ସ୍ମରଣ କରା ଯିବ ।