ଭୁବନେଶ୍ଵର, ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ଵବର୍ତୀ ଅଂଚଳରେ ଆଜି ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ବାୟୁମଣ୍ଡଳର ୩.୧ କି.ମି. ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ୨୦ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତରପଶ୍ଚିମ ଦିଗରେ ପଶ୍ଚିମକେନ୍ଦ୍ରୀୟ ଏବଂ ପାର୍ଶ୍ଵବର୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଆଡକୁ ଗତି କରିବା ସହ ଲଘୁଚାପ ସୃଷ୍ଟିର ପରବର୍ତୀ ୪୮ ଘଂଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି।
Related Stories
November 24, 2024
November 24, 2024