ନୂଆଦିଲ୍ଲୀ, କେନ୍ଦ୍ର ରେଳବାଇ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଭୁବନେଶ୍ୱର ରେଳଷ୍ଟେସନରେ ଦେଶର ପ୍ରଥମ ଆଲୁମିନିୟମ ଫ୍ରେଟ ରେକ୍-61 BOBRANALHSM-1କୁ ଉଦ୍ଘାଟନ କରିଛନ୍ତି । ଏହି ଆଲୁମିନିୟମ ନିର୍ମିତ ରେକ୍ଗୁଡିକୁ ବିଳାସପୁର ପଠାଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO