ଭୁବନେଶ୍ଵର, ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତୀ ଅଂଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ତେବେ ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବା ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏବେ ସୁଦ୍ଧା କୌଣସି ଆକଳନ କରାଯାଇ ନାହିଁ । ବିଭାଗ ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 24, 2024
November 24, 2024