ଭୁବନେଶ୍ୱର,ଆସନ୍ତା ୨୫ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ଘୋଷଣା ଅନୁଯାୟୀ ମଙ୍ଗଳବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ,ରାଜସ୍ୱ ବିଭାଗୀୟ କୋର୍ଟ, ବ୍ୟାଙ୍କ ଏବଂ ଅନ୍ୟ ବ୍ୟାଙ୍କିଂ ସଂସ୍ଥା ବନ୍ଦ ରହିବ ।
Related Stories
November 22, 2024