ଭୁବନେଶ୍ୱର, ମେଂଚଶ୍ୱର ଥାନା ଆଇଆଇସିଙ୍କ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ରାଜଧାନୀରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଛାତ୍ର କଂଗ୍ରେସ କର୍ମକର୍ତାମାନେ ରୂପାଲିରୁ ବାଣୀବିହାର ଛକ ରାସ୍ତା ଅବରୋଧ କରିବା ସହ ଡିସିପି ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO