
ଗଞ୍ଜାମ, ଗଞ୍ଜାମ ଜିଲ୍ଲା କଙ୍କୋରଡ଼ା ସ୍ଥିତ ନାରାୟଣୀ ମନ୍ଦିରରୁ ଗତକାଲି ବିଳମ୍ବିତ ରାତିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି । ମନ୍ଦିରରେ ଲାଗିଥିବା ସିସି କ୍ୟାମେରା ଓ ହାର୍ଡ଼ ଡିସ୍କ ସମେତ ଅନ୍ୟାନ୍ୟ ସାମଗ୍ରୀକୁ ଚୋର ମାନେ ଲୁଟି ନେଇଥିବା ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତି କରି ପାଟପୁର ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ଛାନଭିନ୍ ଜାରୀ ରଖିଛି ।