ଗଞ୍ଜାମ, ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ମଙ୍ଗରାଜପୁରରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ଉ କରିବା ସହ ସେଠାରୁ ୮ ଜଣ ଜୁଆଡ଼ିଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ଠାରୁ ନଗଦ ୧୯ ହଜାର ୨୪୦ ଟଙ୍କା ଜବତ ହୋଇଛି । ଦିଗପହଣ୍ଡି ଥାନାରେ ଏ ସଂକ୍ରାନ୍ତରେ ଏକ ମାମଲା ରୁଜ୍ଜୁ ହୋଇଛି ।